ରାଜ୍ୟରେ 24 ଘଣ୍ଟାରେ 12 ସଂକ୍ରମିତ ଚିହ୍ନଟ
ରାଜ୍ୟରେ କମୁଛି ଦୈନିକ କରୋନା ପଜିଟିଭ ହାର । ଫଳରେ ସଂକ୍ରମିତଙ୍କ ସଂଖ୍ୟାରେ କ୍ରମାଗତ ହ୍ରାସ ଆଶ୍ବସ୍ତ କରିଛି । ଗତ 24 ଘଣ୍ଟାରେ ରାଜ୍ୟରେ 12 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ବର: ରାଜ୍ୟରେ କମୁଛି ଦୈନିକ କରୋନା ପଜିଟିଭ ହାର । ଫଳରେ ସଂକ୍ରମିତଙ୍କ ସଂଖ୍ୟାରେ କ୍ରମାଗତ ହ୍ରାସ ଆଶ୍ବସ୍ତ କରିଛି । ଗତ 24 ଘଣ୍ଟାରେ ରାଜ୍ୟରେ 12 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 7 ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ 5 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥି ମଧ୍ୟରୁ ଜଣେ ଶିଶୁ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications