୯ ଜେଲ୍ରୁ ୧୩ କଏଦୀ ଫେରାର, ଓଡିଶାରେ ୪୬ IAS, ୬୭ IPS, ୭୦ IFS ପଦବୀ ଖାଲି: ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର
ଜେଲ୍ରୁ କଏଦୀ ଫେରାର ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତବର୍ଷ ଜୁଲାଇରୁ ଏଯାବତ୍ ୯ଟି ଜେଲ୍ରୁ ୧୩ କଏଦୀ ଫେରାର ହୋଇଛନ୍ତି। ଫେରାର କଏଦୀଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିପାରିଛି ପୋଲିସ। ବର୍ଷକରେ ୩୧ ଜଣ ବିଚାରାଧୀନ କଏଦୀଙ୍କ ଜେଲ୍ରେ ମୃତ୍ୟୁ ହୋଇଛି। ଏହାସହ ୮ ଜଣ ଆତ୍ମହତ୍ୟା କରିଛନ୍ତି, ୩୯ ଅଭିଯୁକ୍ତ ପୋଲିସ ହେପାଜତରୁ ଚମ୍ପଟ ମାରିଛନ୍ତି ବୋଲି ଗୃହରେ ତଥ୍ଯ ରଖିଛନ୍ତି ମୁଖ୍ୟମନ୍ତ୍ରୀ।

ଅନ୍ୟପଟେ ରାଜ୍ୟରେ ଆଇଏଏସ, ଆଇପିଏସ୍, ଆଇଏଫଏସ ପଦବୀ ଖାଲି ନେଇ ମଧ୍ୟ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୪୬ଆଇଏଏସ, ୬୭ଆଇପିଏସ୍, ୭୦ଆଇଏଫଏସ୍ ପଦବୀ ଖାଲି ପଡିଛି । ଏହାସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ୨୭୦ଜଣ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ।
More From
-
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ -
ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍-ଟ୍ରେଜରୀ -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
ରାଜ୍ୟସଭା ନିର୍ବାଚନ; ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି, ଜାଣନ୍ତୁ ଓଡ଼ିଶା ପାଇଁ କାହାକୁ ମିଳିଲା ଦାୟିତ୍ୱ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି -
ଭକ୍ତଙ୍କୁ ଏବେ ନବୀନ ଭୂତ ଲାଗିଛି, ୧୬ ସେ ଭୂତ ଛାଡ଼ିଯିବ ; ବାବୁ ସିଂ -
ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ମୁହାମୁହିଁ ହେବେ ଶାସକ- ବିରୋଧୀ, ଆଜିଠୁ ପୁଣି କମ୍ପିବ ବିଧାନସଭା












Click it and Unblock the Notifications