ନୂଆପଡ଼ାରେ ୧୪ କମ୍ପାନୀ CAPF ମୁତୟନ!
୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ରବିବାର ଅପରାହ୍ନ ୪ଟାରୁ ନୂଆପଡ଼ାରେ ନୀରବ ଅବଧି ଆରମ୍ଭ ହୋଇଯାଇଛି। ଏପରିକି ଉପନିର୍ବାଚନ ପାଇଁ ନୂଆପଡ଼ାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅନ୍ୟପକ୍ଷେ ନୂଆପଡ଼ା ନିର୍ବାଚନମଣ୍ଡଳୀର ସମସ୍ତ ବୁଥରେ ସୁରକ୍ଷା ସୁବ୍ୟବସ୍ଥା କଡ଼ାକଡି କରିଦିଆଯାଇଛି।













Click it and Unblock the Notifications