ମହୁମାଛି ଆକ୍ରମଣରେ ୧୫ ଛାତ୍ରଛାତ୍ରୀ ଆହତ

ବିଦ୍ୟାଳୟରେ ସରସ୍ବତୀ ପୂଜା ଚାଲିଥିବା ବେଳେ ମହୁମାଛି ଆକ୍ରମଣ । ମହୁମାଛି ଆକ୍ରମଣରେ ୧୫ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଛାତ୍ରଛାତ୍ରୀଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଭବାନୀପାଟଣା ଘରୋଇ ହାଇଟେକ୍ ସ୍କୁଲରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

bee attack

ସୂଚନା ମୁତାବକ, ଭବାନୀପାଟଣାର ଘରୋଇ ହାଇଟେକ୍ ସ୍କୁଲରେ ସରସ୍ୱତୀ ପୂଜା ଚାଲିଥିଲା । ଏହା ସମୟରେ ସ୍କୁଲ୍‌ର ଛାତ୍ରଛାତ୍ରୀ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ଏଥିରେ ୨୫ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ । ସମସ୍ତ ଆହତ ଛାତ୍ରଛାତ୍ରୀଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+