Get Updates
Get notified of breaking news, exclusive insights, and must-see stories!

୨୦ ମାସରେ ମରିଛନ୍ତି ୧୫୪ ହାତୀ; ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଗତ ୨୦ ମାସ ମଧ୍ୟରେ ମରିଛନ୍ତି ୧୫୪ ହାତୀ । ସେହିପରି ଗତ ତିନି ବର୍ଷ ମଧ୍ୟରେ ୩୪୪ଟି ହାତୀଙ୍କର ମୃତ୍ୟୁ ହୋଇଛି । ସେଥିମଧ୍ୟରୁ ୧୫ଟି ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ୨୩ଟି ଶିକାରୀଙ୍କ ଶିକାର ସାଜିଛନ୍ତି ବୋଲି ଗୃହର ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ ।

ELEPHANT

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ୨୦ ମାସରେ ୭ଟି କଳରାପତରିଆ ବାଘ ଛାଲ, ୨ଟି ହାତୀ ଦାନ୍ତ, ଗୋଟିଏ ବନ୍ଧୁକ ଜବତ ହୋଇଛି । ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଗତ ୨୦ ମାସରେ ୨୦୨୪-୨୫ ଏବଂ ୨୦୨୫-୨୬ରେ ମାର୍ଚ୍ଚ ୧ ତାରିଖ ମଧ୍ୟରେ ୮୭୭୭୮.୦୨ ଘନ ଫୁଟ ପରିମାଣର ଚୋରା କାଠ ଜବତ ହୋଇଛି । ୧୦୩୯ କାଠ ଚୋରା ଚାଲାଣ ବେଳେ ଧରାପଡିଛି । ସେହିପରି ଗତ ୨୦ ମାସ ମଧ୍ୟରେ ୭ଟି କଲରାପତରିଆ ବାଘ ଛାଲ, ୨ଟି ହାତୀ ଦାନ୍ତ, ଗୋଟିଏ ବନ୍ଧୁକ ଜବତ ହୋଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+