ଦୁର୍ନୀତି ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ ବର୍ଷରେ ୧୫୯ ବାବୁ ବିଦା

ଦୁର୍ନୀତି ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ ବର୍ଷରେ ୧୫୯ ବାବୁ ବିଦା। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୨୦ ଅଫିସର୍‌ ଓ କର୍ମଚାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି ।

୩୯ ଜଣ ଅଫିସର୍‌ଙ୍କୁ ବାଧ୍ୟତାମୂଳ ଅବସର ଦିଆଯାଇଛି। ୫୯ କୋଟି ୪୭ ଲକ୍ଷ ୮୪ ହଜାର ୯୮୧ ଟଙ୍କା ଜବତ ହୋଇଛି । ୧୦୫୩ଟି ମାମଲାରେ ଅଭିଯୁକ୍ତ ଦୋଷମୁକ୍ତ, ୯୩୯ ଦୋଷୀ ।

159 fired in five years
ଚିଟପଣ୍ଡ୍‌ ଟଙ୍କା ଫେରସ୍ତ ନେଇ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ ଚାଲିଛି । ବିଧାନସଭାରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରିବେ' । ପ୍ରକ୍ରିୟାକୁ ସରଳୀକରଣ ପାଇଁ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛୁ'' । ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ ହୋଇଛି। ଅବଶିଷ୍ଟ ଜମାକାରୀଙ୍କୁ ଫେରସ୍ତ ପାଇଁ ତ୍ବରିତ ପଦକ୍ଷେପ ନିଆଯାଉଛି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+