ଜୟା ହୋଟେଲ ପରିସରରେ ୧୬୩ ଲାଗୁ, କଟକଣା ଜାରି କଲା ଜିଲ୍ଲା ପ୍ରଶାସନ

ମଟନ୍ ନାଁରେ ଗୋମାଂସ କାରବାର ଅଭିଯୋଗ ଘଟଣା । ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ପ୍ରଶାସନ । ସାକ୍ଷୀଗୋପାଳ କଲେଜ ଛକଠାରୁ ୧ କିଲୋମିଟର ପରିଧି ପର୍ଯ୍ୟନ୍ତ ପ୍ରଶାସନ ୧୬୩ ଧାରା ଜାରି କରିଛି ।

Jaya Hotel
୪ ଜଣରୁ ଅଧିକ ଲୋକେ ଏହି ଅଞ୍ଚଳରେ ଏକାଠି ହୋଇପାରିବେ ନାହିଁ । ସମ୍ପୂର୍ଣ୍ଣ ଅଞ୍ଚଳକୁ ପୋଲିସ ଘେରାବନ୍ଦୀ କରି ରଖିଛି । ହିନ୍ଦୁ ସେନା ଜୟା ଢ଼ାବା ସାମ୍ନାରେ ବିକ୍ଷୋଭ କରିବାକୁ ପୂର୍ବରୁ ଚେତାବନୀ ଦେଇଛି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+