Odisha Assembly: ବନ୍ଦରଗୁଡ଼ିକର ବିକାଶ ପାଇଁ ବଜେଟ୍‌ରେ ୧୭୦୭ କୋଟି

ରାଜ୍ୟରେ ବନ୍ଦରଗୁଡ଼ିକର ବିକାଶ କରାଯିବ । ବନ୍ଦରଗୁଡ଼ିକର ବିକାଶ ପାଇଁ ବଜେଟ୍‌ରେ ୧୭୦୭ କୋଟି । ବିମାନ ଚଳାଚଳକୁ ବ୍ୟାପକ କରିବା ପାଇଁ ୩୮୨ କୋଟି ।

1707 crores in Odisha Assembly
୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି।

ଅନ୍ୟପକ୍ଷେ ଜଳସମ୍ପଦ ବିଭାଗରେ ମୁହାଣ ଖନନ ପାଇଁ ୩୮୬ କୋଟି ବ୍ୟୟ ଅଟକଳ କରାଯାଇଛି।ହୀରାକୁଦ ଡ୍ୟାମ୍‌ର ନବୀକରଣ ପାଇଁ ୮୫୦ କୋଟି ବ୍ୟୟ ବରାଦ ହୋଇଛି।

ସେହିପରି ରାଜ୍ୟ ସରକାର ଅନ୍ୟାନ୍ୟ ଡ୍ୟାମ ଉନ୍ନତି ପାଇଁ ୫୭ କୋଟି ଖର୍ଚ୍ଚ ହେବ। ଜଳ ସମସ୍ୟା .ନେଇ ନଳକୂପଗୁଡ଼ିକ ପାଇଁ ବଜେଟ୍‌ରେ ୧୧୫୦ କୋଟି ବ୍ୟୟ ଅଟକଳ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+