Cyclone Dana: ବାତ୍ୟା ଦାନ ପାଇଁ ୧୭୮ ଟ୍ରେନ୍ ବାତିଲ୍, ଚେକ୍ କରନ୍ତୁ ଫୁଲ୍ ଲିଷ୍ଟ, କେଉଁ ଟ୍ରେନ ହୋଇଛି ବାତିଲ୍ ?

ବାତ୍ୟା ଦାନ ପାଇଁ ୧୭୮ ଟ୍ରେନ୍ ବାତିଲ୍ । ଇଷ୍ଟକୋଷ୍ଟ ରେଳବାଇ (ECoR) ପ୍ରାୟ 178 ଟି ଟ୍ରେନକୁ ବାତିଲ କରିଥିବାର ସୂଚନା ଦେଇଛି ଯେଉଁଥିରେ ସାଇକ୍ଲୋନ ଡାନାକୁ ଦୃଷ୍ଟିରେ ରଖି 85 ଟି ଅପ ଟ୍ରେନ ଏବଂ 93 ଡାଉନ ଟ୍ରେନ ଅନ୍ତର୍ଭୁକ୍ତ। ଏହି ଟ୍ରେନ ଅକ୍ଟୋବର 24 କିମ୍ବା ଅକ୍ଟୋବର ୨୫ ସକାଳେ ଓଡିଶାରେ ଯାଇଥାନ୍ତା।

ପୂର୍ବ ତଟ ରେଳବାଇ ଦ୍ବାରା ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର 23 ରୁ ଅକ୍ଟୋବର 25 ପର୍ଯ୍ୟନ୍ତ କିଛି ଟ୍ରେନ୍ ତିନି ଦିନ ପାଇଁ ବାତିଲ କରାଯାଇଛି।

178 trains cancelled

କେଉଁ ଟ୍ରେନ ହୋଇଛି ବାତିଲ୍ ?

୨୩ ତାରିଖରେ ବାତିଲ ହୋଇଥିବା ଟ୍ରେନ୍‌ ଭିତରେ ରହିଛି କାମାକ୍ଷା-ବାଙ୍ଗାଲୁରୁ, ନୂଆଦିଲ୍ଲୀ-ଭୁବନେଶ୍ୱର, ଋଷିକେଷ-ପୁରୀ, ନୂଆଦିଲ୍ଲୀ-ପୁରୀ, କୋଲକାତା-ପୁରୀ, ସିକନ୍ଦରାବାଦ-ଭୁବନେଶ୍ୱର, ଚେନ୍ନାଇ ସେଣ୍ଟ୍ରେଲ-ହାୱାଡ଼ା, ପଣ୍ଡିଚେରୀ-ଭୁବନେଶ୍ୱର, ଏସ୍‌ବିସି-ଭୁବନେଶ୍ୱର, CSURATM-BHUBANESWAR, ଗାନ୍ଧିଧାମ-ପୁରୀ, ସୁରତ-ବ୍ରହ୍ମପୁର ପ୍ରମୁଖ।

ସେହିପରି ୨୪ ତାରିଖରେ ସାଲିମାର-ପୁରୀ, ହାୱଡ଼ା-ଭୁବନେଶ୍ୱର, ହାୱଡ଼ା-ପୁରୀ, ପାଟନା-ପୁରୀ, ସାଲିମାର-ପୁରୀ, ଭଞ୍ଜପୁର-ପୁରୀ, ହାୱଡ଼ା-ପୁରୀ, ଆନନ୍ଦବିହାର-ପୁରୀ, ହାୱଡା-ଭଦ୍ରକ, ବାଲେଶ୍ୱର-ଭଦ୍ରକ, ଖଡ଼କପୁର-ଭଦ୍ରକ, ଭଦ୍ରକ-କଟକ, ଭଦ୍ରକ-କଟକ, ଖଡଗପୁର-ଯାଜପୁର କେନ୍ଦୁଝର ରୋଡ୍‌, ସମ୍ୱଲପୁର-ପୁରୀ, ରାଉରକେଲା-ଭୁବନେଶ୍ୱର, ରାଉରକେଲା-ପୁରୀ, ରାଉରକେଲା-ପୁରୀ(ଭିବି), ସମ୍ୱଲପୁର-ସାଲିମାର, ହଟିଆ-ପୁରୀ, ରାଉରକେଲା-ଗୁଣପୁର, ଏଲ୍‌ଟିଟି-ପୁରୀ, ଦୀଘା-ପୁରୀ, ବଡବିଲ୍‌-ପୁରୀ, ଟାଟା ନଗର-ବ୍ରହ୍ମପୁର, କେନ୍ଦୁଝର ଗଡ଼-ପୁରୀ, ପାରାଦୀପ-ପୁରୀ, କଟକ-ପଲାସା, କଟକ-ପୁରୀ, କଟକ-ଗୁଣପୁର, କଟକ-ପାରାଦୀପ, କଟକ- ପରାଦୀପ, ଭୁବନେଶ୍ୱର- ଦଶପଲ୍ଲା, ବ୍ରହ୍ମପୁର-ସୁରତ, ଗୁଣପୁର-ବିଶାଖାପାଟଣା, ପଲାସା- ବିଶାଖାପାଟଣା, ଭୁବନେଶ୍ୱର-ଜୁନାଗଡ଼ ରୋଡ୍‌, ଭୁବନେଶ୍ୱର- ଜଗଦଲପୁର, ପୁରୀ-ଗୁଣପୁର, ରାଉରକେଲା-ପୁରୀ, ବ୍ରହ୍ମପୁର-ଭୁବନେଶ୍ୱର, ବିଶାଖାପାଟଣା-ଭୁବନେଶ୍ୱର(ଭିବି), ବିଶାଖାପାଟଣା-ଦୀଘା, ଗୁଣପୁର-ରାଉରକେଲା, ବିଶାଖାପାଟଣା-ଭୁବନେଶ୍ୱର, ବିଶାଖାପାଟଣା-ବ୍ରହ୍ମପୁର, ଜୁନାଗଡ଼ ରୋଡ୍‌- ଭୁବନେଶ୍ୱର, ପଲାସା-କଟକ, ଜଗଦଲପୁର-ଭୁବନେଶ୍ୱର, ପଲାସା-କଟକ, ପଲାସା-ଭୁବନେଶ୍ୱର, ଗୁଣପୁର-ପୁରୀ, ଭୁବନେଶ୍ୱର-ବାଲେଶ୍ୱର, ଭୁବନେଶ୍ୱର-ଧାନବାଦ, ଭୁବନେଶ୍ୱର-ବ୍ରହ୍ମପୁର, ପୁରୀ-ଜୟନଗର, ପୁରୀ-ସମ୍ୱଲପୁର, ପୁରୀ-ଅନୁଗୋଳ, ପୁରୀ-ତାଳଚେର, ପୁରୀ-ଅହମ୍ମଦାବାଦ, ପୁରୀ-ଦଶପଲ୍ଲା, ପୁରୀ-ଟିପିଟିୱାଇ, ପୁରୀ-ଦୀଘା, ପୁରୀ-ସିଆଲ୍‌ଦା, ପୁରୀ-ସୋନପୁର, ପୁରୀ-ହାଟିଆ, ପୁରୀ-ଋଷିକେଷ, ପୁରୀ-ନୂଆଦିଲ୍ଲୀ, ପୁରୀ-ସାଲିମାର, ପୁରୀ-ଆଜମେର୍‌, ପୁରୀ-ଖୋର୍ଦ୍ଧା ରୋଡ୍‌, ଖୋର୍ଦ୍ଧାରୋଡ଼-କେନ୍ଦୁଝର ଗଡ଼, ପାରାଦୀପ-କଟକ, ଭଦ୍ରକ-ଖଡ଼ଗପୁର, ବିଶାଖାପାଟଣା-ପଲାସା, ଭୁବନେଶ୍ୱର-ହାୱାଡା, ପୁରୀ-ସାଲିମାର, ପୁରୀ-ହାୱାଡ଼ା, ବିଶାଖାପାଟଣା-ବ୍ରହ୍ମପୁର, ପୁରୀ-ରାଉରକେଲା ପ୍ରମୁଖ ଟ୍ରେନ୍‌ ବାତିଲ ହୋଇଛି।

୨୫ ତାରିଖରେ ଭଦ୍ରକ-ପଲାସା, ଜଳେଶ୍ୱର-ପୁରୀ, ବାଙ୍ଗିରିପୋଷୀ-ପୁରୀ, ଖଡଗପୁର-ଖୋର୍ଦ୍ଧା ରୋଡ୍‌, ହାୱଡା-ପୁରୀ, କେନ୍ଦୁଝର ଗଡ଼-ଖୋର୍ଦ୍ଧା ରୋଡ୍‌, ଦୀଘା-ବିଶାଖାପାଟଣା, ଭୁବନେଶ୍ୱର-ବିଶାଖାପାଟଣା, ବ୍ରହ୍ମପୁର-ବିଶାଖାପାଟଣା, ଦଶପଲ୍ଲା-ପୁରୀ, ସୋନପୁର-ପୁରୀ, ସାଲିମାର-ପୁରୀ, ହାୱଡ଼ା-ପୁରୀ, ସାଲିମାର-ପୁରୀ, ସାଲିମାର-ସମ୍ୱଲପୁର, ଗୁଣପୁର-ବିଶାଖାପାଟଣା, ବ୍ରହ୍ମପୁର-ବିଶାଖାପାଟଣା, ଭୁବନେଶ୍ୱର-ହାୱଡା, ଭୁବନେଶ୍ୱର-ସୋନପୁର, ଭୁବନେଶ୍ୱର-ନୂଆଦିଲ୍ଲୀ(ରାଜଧାନୀ ଏକ୍ସପ୍ରେସ), ପୁରୀ-ରାଉରକେଲା, ପୁରୀ-ନାଜାମ୍‌ଦ୍ଦିନ୍‌, ପୁରୀ-ରାଉରକେଲା(ଭିବି), ପୁରୀ-ହାୱଡା, ପୁରୀ-ବଡ଼ବିଲ୍‌-ପାରାଦୀପ, ପୁରୀ-କଟକ, ପୁରୀ-ସାଲିମାର, ପୁରୀ-ଆନନ୍ଦବିହାର, ପୁରୀ-ଗୁଣପୁର, କଟକ-ଭଦ୍ରକ, କଟକ-ଭଦ୍ରକ, ଯାଜପୁର କେନ୍ଦୁଝର ରୋଡ୍‌- ଖଡଗପୁର, ପାରାଦୀପ-କଟକ, ପାରାଦୀପ-କେନ୍ଦୁଝର ଗଡ଼, ପାରାଦୀପ-କଟକ, ଭଦ୍ରକ- ହାୱଡା, ଭଦ୍ରକ-ବାଲେଶ୍ୱର, ଦଶପଲ୍ଲା-ଭୁବନେଶ୍ୱର, ଗୁଣପୁର-ପୁରୀ, ବିଶାଖାପାଟଣା-ଗୁଣପୁର ପ୍ରମୁଖ ଟ୍ରେନ୍ ବାତିଲ ହୋଇଛି।

୨୬ ତାରିଖ ପାଇଁ ଅହମ୍ମଦାବ-ପୁରୀ, ନିଜାମ୍‌ଦ୍ଦିନ-ପୁରୀ, ଜୟନଗର-ପୁରୀ ପ୍ରମୁଖ ଟ୍ରେନ୍‌ ବାତିଲ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+