ନୂଆପଡ଼ା ଉପନିର୍ବାଚନ ପାଇଁ ସଜବାଜ,ଭୋଟ୍‌ ଦେବେ ୨,୪୮,୨୫୬ ମତଦାତା

ନୂଆପଡ଼ା ଉପନିର୍ବାଚନରେ ଭୋଟ୍‌ ଦେବେ ୨,୪୮,୨୫୬ ମତଦାତାନୂଆପଡ଼ା, ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ବି ସିଇଓଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ସେପ୍ଟେମ୍ୱର ୧୫ ତାରିଖ ସୁଦ୍ଧା ଚିଠା ଭୋଟର ତାଲିକା ପ୍ରକାଶ ପାଇବ । ୧୫ ତାରିଖ ଭିତରେ ଯାହାର ଯାହା ଦାବି କିମ୍ବା ଆପତ୍ତି କରିବାର ଥିବ, କରିପାରିବେ । ଅକ୍ଟୋବର ୯ ତାରିଖରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ । ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ହୋଇଥିଲା । ଏହାପରେ ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥର ଏହି ନିର୍ବାଚନରେ ୨,୪୮,୨୫୬ ଜଣ ମତଦାତା ଭୋଟ୍‌ ଦେବେ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ପ୍ରଦାନ କରାଯାଇଛି।

voter

ଭାରତ ନିର୍ବାଚନ ଆୟୋଗ ୦୧.୦୭.୨୦୨୫କୁ ଯୋଗ୍ୟତା ତାରିଖ ଭାବରେ ରଖି ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଉପ-ନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ, ୧୯୫୦ର ଧାରା ୨୧ ଅନୁଯାୟୀ ଏକ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+