ବରଗଡ଼ ନାବାଳିକା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ୨ ଅଟକ

ବରଗଡ଼ ନାବାଳିକା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ୨ ଅଟକଙ୍କୁ ପୋଲିସ ଅଟକ ରଖିଛି। ଗାଏସିଲେଟ ଥାନାରେ ୨ ଜଣଙ୍କୁ ଅଟକ ରଖିଲା ପୋଲିସ। ସଂପର୍କୀୟ ଅଜା ଓ ଜଣେ ଦୋକାନୀଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।

Bargarh

ଅନ୍ୟପଟେ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା ହୋଇଛି। IG ହିମାଂଶୁ ଲାଲ, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପରିବାର ଲୋକଙ୍କ ବୟାନ ରେକର୍ଡ କରାଯାଇଛି। ପାରିବାରିକ କଳହ ଘଟଣାରୁ ଏହା ଘଟିଛି ବୋଲି କହିଛନ୍ତି ହିମାଂଶୁ ଲାଲ। ପୀଡ଼ିତାଙ୍କ ମାମୁ ଝିଅ ପୋଲିସର ପଚରାଉଚରା ବେଳେ ଅସୁସ୍ଥ। ପୋଲିସର ପଚରାଉଚରା ବେଳେ ଚେତା ହରାଇଥିବା ସୂଚନା ମିଳିଛି।

ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକାଙ୍କର ମୃତ୍ୟୁ ହୋଇଛି। ବରଗଡ଼ ଦାୟିତ୍ୱରେ ଥିବା ବଲାଙ୍ଗୀର ଏସ୍‌ପି ଅଭିଳାଷ. ଜୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା କହିଛନ୍ତି ଭାରପ୍ରାପ୍ତ ଏସ୍‌ପି। ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ବୁର୍ଲା ଅଣାଯାଇଥିଲା। ଫିରିଙ୍ଗିମାଳ ଗାଁରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+