ପାଣିରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ

ପାଣିରେ ବୁଡି ଚାଲିଗଲା ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଜୀବନ । ଶନିବାର ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡିଯିବାରୁ ଏହି ଅଘଟଣ ଘଟିଛି । ବୁର୍ଲା ମେଡିକାଲ କଲେଜର ୬ ଛାତ୍ରଛାତ୍ରୀ ବୁଲି ଯାଇଥିଲେ । କୌଣସି କାରଣରୁ ଜଣେ ଛାତ୍ର ଓ ଛାତ୍ରୀ ବୁଡିଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି । ସେମାନଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳ ଅଭିମୁଖେ ଯାଇଛନ୍ତି ବୁର୍ଲା ମେଡିକାଲ ଅଧୀକ୍ଷକ ଓ ଡିନ୍‌ । ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ୨ ଭିମ୍‌ସାର୍‌ର ଶେଷବର୍ଷର ଛାତ୍ରଛାତ୍ରୀ ଥିଲେ ।

Burla medical
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+