ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି: ୨ ମୃତ
Puri News: ପୁରୀର ଅନେକ ଜିଲ୍ଲାରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି । ଏପର୍ଯ୍ୟନ୍ତ ଝାଡାବାନ୍ତିରେରେ ଦୁଇ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ସେହିପରି ୩୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି । ଡାକ୍ତରଖାନାରେ ଅନେକ ଭର୍ତ୍ତି ହୋଇଥିବା ନେଇ ସୂଚନା ରହିଛି । ସ୍ଥାନୀୟ ବାସିନ୍ଦାଙ୍କ ଅଭିଯୋଗ ଆଣିଛନ୍ତି, ଅଣ୍ତର ପାଇପ୍ ଫାଟି ପିଇବା ପାଣି ଟ୍ୟାପରେ ଦୁଷିତ ପାଣି ମିଶିବା ଫଳରେ ହଇଜା ବ୍ୟାପୁଛି ।

ସୂଚନା ଅନୁସାରେ, ରେଡକ୍ରସ୍ ରୋଡ, ବାଲି ସାହି ପରି ସ୍ଥାନରେ ଆକ୍ରାନ୍ତ ସଂଖ୍ୟା ଅଧିକ ରହିଛି । ସ୍ଥାନୀୟ ଡାକ୍ତରଖାନରେ କିଛି ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଥିବା ବେଳେ, କିଛି ଗୁରୁତର ଆହତଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications