ବିରୂପା ନଦୀରେ ଭାସିଯାଇ ୨ ଯୁବକଙ୍କ ଚାଲିଗଲା ଜୀବନ

କଟକ : ବିରୂପା ନଦୀରେ ଭାସିଯାଇ ୨ ଯୁବକଙ୍କ ମୃତ୍ୟୁ ହୋଇଛି । କଟକ ଏସିବିରେ ୨ ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର । ୨ ଯୁବକ ଚୌଦ୍ୱାର ଖୋର୍ଦ୍ଧା ସାହିର ହୋଇଥିବା ସୂଚନା ମିଳିଛି । ଯୁବକ ଦୁହେଁ ହେଲେ ଚୌଦ୍ୱାର ଖୋର୍ଦ୍ଧା ସାହିର କୃଷ୍ଣ ଚନ୍ଦ୍ର ସାହୁ ଓ ମୟଙ୍କ ସାହୁ । ଦୁହେଁ ବିରୂପା ନଦୀରେ ଗାଧେଇବା ବେଳେ ନଦୀ ସୁଅରେ ଭାସି ଯାଇଥିଲେ ।

2 drown to death while taking bath

ସ୍ଥାନୀୟ ଲୋକେ ତୁରନ୍ତ ସେମାନଙ୍କୁ ଉଦ୍ଧାର କରୁଥିଲେ ମଧ୍ୟ ସେମାନଙ୍କ ଅବସ୍ଥା ଗୁରୁତର ହୋଇ ପଡିଥିଲା । ଘଟଣା ସ୍ଥଳରେ ଚୌଦ୍ୱାର ପୋଲିସ ପହଞ୍ଚି ସେମାନଙ୍କୁ ଚିକିତ୍ସା ପାଇଁ କଟକ ବଡ ମେଡିକାଲ ପଠାଇଛି ହେଲେ ଡାକ୍ତର ଦୁଇଜଣଙ୍କୁ ମୃତ ଘୋଷଣା କରିଛନ୍ତି ହେଲେ ମୃତ୍ୟୁ ଘୋଷଣାପରେ ଚୌଦ୍ୱାର ଅଞ୍ଚଳରେ ଖେଳିଯାଇଛି ଶୋକର ଛାୟା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+