ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ସୂଚୀ । ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କୁ ମିଶାଇ ଫର୍ମ ପୂରଣ କରିଛନ୍ତି ୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ପକ୍ଷରୁ ପ୍ରସ୍ତୂତ ପରୀକ୍ଷା ସୂଚୀକୁ ଆଜି ଅନୁମୋଦନ କରିବ ସିଏଚଏସଇ ପକ୍ଷରୁ ଗଠନ କମିଟି ।

2 exam dates

ମିଳିଥିବା ସୂଚନା ମୁତାବକ ଫେବୃଆରୀରୁ ଆରମ୍ଭ ହୋଇପାରେ ପରୀକ୍ଷା । ଏଥିପାଇଁ ସିଏଚଏସଇର କମିଟି ବୈଠକ ଅନୁଷ୍ଠିତ ହେବ । କମିଟିର ବୈଠକରେ ସିଏଚଏସଇ ପକ୍ଷରୁ ପ୍ରସ୍ତୁତ ହୋଇଥିବା ପରୀକ୍ଷା ସୂଚୀରେ ବାଜିବ ମୋହର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+