କାଲିଠୁ +2 ଖାତାଦେଖା; ମେ ୧୫ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

କାଲିଠୁ +2 ଖାତାଦେଖା । ମେ ୧୫ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ । ସୂଚନା ଦେଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ । ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ କହିଲେ।

ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ରେଜଲ୍ଟ ବାହାରିବ। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକସଙ୍ଗେ ବାହାରିବ।

2 exam paper view from tomorrow
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+