ମେ’ ୧୫ରୁ ୨୦ ତାରିଖରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ

ମେ' ୧୫ରୁ ୨୦ ତାରିଖ ମଧ୍ୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହେବ । ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ ଖାତା ଦେଖିବାକୁ ସେଣ୍ଟର ଆସିବାକୁ ସମସ୍ୟା ହେଉଥିଲା ।

2 exam results to be published from May 15th to 20th

ଫଳରେ ସକାଳେ କି ସନ୍ଧ୍ୟାରେ ସେଣ୍ଟର ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ୯୦ ପ୍ରତିଶତ ଖାତା ଦେଖା ସରିଛି । ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ ମାଲକାନଗିରି ଓ ବରଗଡରେ କିଛି ସମସ୍ୟା ଦେଖାଯାଇଥିଲା । ଏହାସହ ଅନଲାଇନ ଅପଡେସନ ପାଇଁ ଦୁଇ ଦିନ ସମୟ ଲାଗିବ ବୋଲି ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+