ବୌଦ୍ଧ ଜିଲ୍ଲାରେ ୨ଟି ମାଓବାଦୀ ଶିବିର ଠାବ, ବହୁ ପରିମାଣର ମାଓ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଜବତ

ବୌଦ୍ଧ ଜିଲାରେ ୨ଟି ମାଓବାଦୀ ଶିବିର ଠାବ ହୋଇଛି। ଜିଲାର ମନମୁଣ୍ଡା ଥାନା ଅନ୍ତର୍ଗତ ବାହାବାଲାଖୋଲ ସଂରକ୍ଷିତ ଜଙ୍ଗଲର କନକା ଏବଂ କୁଆକୁମୁଡ଼ା ଅଞ୍ଚଳରୁ ଏହି ଶିବିର ଠାବ କରିଛନ୍ତି ଡିଭିଏଫ ଏବଂ ଏସଓଜି ଯବାନ।

Maoist camps

ଯବାନଙ୍କ ପକ୍ଷରୁ ଉକ୍ତ ଜଙ୍ଗଲରେ କୋମ୍ବିଂ ଅପରେସନ ଜାରି ରହିଥିଲା। ଏହି ସମୟରେ କନକାରେ ଗୋଟିଏ ଏବଂ କୁଆକୁମୁଡ଼ାରେ ଗୋଟିଏ ମାଓବାଦୀ ଶିବିର ରହିଥିବା ଦେଖିବାକୁ ମିଳିଥିଲା। ସେଠାରୁ ଯବାନମାନେ ବହୁ ପରିମାଣର ମାଓବାଦୀ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। କୋମ୍ବିଂ ଅପରେସନ ସମ୍ପର୍କରେ ଆଗୁଆ ସୂଚନା ପାଇ ମାଓବାଦୀମା‌ନେ ସେଠାରୁ ଖସି ପଳାଇଥିବା ଅନୁମାନ କରାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+