ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ମାଓବାଦୀ ସଫା, ଶୀର୍ଷ ମାଓ ନେତା ପାପା ରାଓ ରହିଥିବା ସୂଚନା
ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ । DRG, STF ଏବଂ CRPF କୋବ୍ରା ଜବାନ ଅପରେସନ ବେଳେ ଏହି ସଫଳତା ମିଳିଛି । ଘଟଣା ସ୍ଥଳରେ ମାଓ ସଂଗଠନ ର ଶିର୍ଷ ନେତା ପାପା ରାଓ ଥିବା ସୂଚନା । ଏବେ ବି ଗୁଳିବିନିମୟ ଜାରି ରହିଛି ।













Click it and Unblock the Notifications