ଖୋଲିଲା ହୀରାକୁଦର ଆଉ ୨ ଗେଟ୍, ମୋଟ୍ ୮ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ଖୋଲିଲା ହୀରାକୁଦର ଆଉ ୨ ଗେଟ୍,ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ ସୋମବାର ଖୋଲାଯାଇଛି। ଫଳରେ ପୂର୍ବରୁ ଖୋଲାଯାଇଥିବା ୬ଟି ଗେଟକୁ ମିଶାଇ ମୋଟ ୮ଟି ଫାଟକ ଦେଇ ଜଳ ନିଷ୍କାସନ ଜାରି ରହିଛି।

hirakuda

ଆସନ୍ତା ୧ ତାରିଖରେ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବର୍ଷା ପରିମାଣ ବୃଦ୍ଧି ପାଇଲେ ଆଉ ଅଧିକ ଗେଟ୍ ଖୋଲାଯାଇପାରେ ବୋଲି କୁହାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+