ରାୟଗଡ଼ା ନାଗାବାଳୀ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ରାୟଗଡ଼ା ନାଗାବାଳୀ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ ବରଣ କରିଛନ୍ତି। ଝୁଲା ପୋଲ ନିକଟରେ ବୁଡ଼ି ୨ ଜଣ ମୃତ୍ୟୁ ବରଣ କରିଥିବା ବେଳେ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି।

dead in water

ମୃତ ଛାତ୍ର ଏକ ଘରୋଇ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ପଢୁଥିଲେ। ତେବେ ୪ ଜଣ ସାଙ୍ଗ ହୋଇ ବୁଲିବାକୁ ଆସିଥିବା ବେଳେ ଏହି ଅଘଟଣ ଘଟିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+