୨୦ ପୋଲିସ କର୍ମଚାରୀଙ୍କୁ ମିଳିଲା ରାଜ୍ୟପାଳ ପଦକ

ଦେଶ ପାଳୁଛି ୭୭ ତମ ସାଧାରଣତନ୍ତ୍ର ଦିବସ । ତ୍ରିରଙ୍ଗା ରଙ୍ଗରେ ରଂଗୀନ ସାରା ଦେଶ । ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ଘୋଷଣା ହୋଇଥିଲା ରାଜ୍ୟପାଳ ପଦକ । ଆଜି ଏହି ଅବସରରେ ମୋଟ୍ ୨୦ ଜଣଙ୍କୁ ମିଳିଛି ରାଜ୍ୟପାଳ ପଦକ । ଆଇଜି ନୀତି ଶେଖର, ସତ୍ୟଜିତ ନାୟକଙ୍କୁ ମିଳିଛି ରାଜ୍ୟପାଳ ପଦକ । ପୁରୀ ଏସପି ପ୍ରତୀକ ସିଂ, ଭିଜିଲାନ୍ସ ଏଏସପି ଅନୁପମା ମହାପାତ୍ର ପାଇଲେ ପଦକ । ସଚିବାନନ୍ଦ ରଥ ଓ ପ୍ରସନ୍ନ ରାଉତଙ୍କୁ ମଧ୍ୟ ରାଜ୍ୟପାଳ ପଦକ ମିଳିଛି ।

Governor s Medal

ଏହା ସହ ମୋଟ୍ ୩୧ ଜଣ ରାଷ୍ଟ୍ରପତି ପୋଲିସ ସେବା ପଦକରେ ସମ୍ମାନୀତ ହୋଇଛନ୍ତି । ସେଥି ମଧ୍ୟରୁ ଓଡିଶାରୁ ଜଣେ ସିବିଆଇ ଅଧିକାରୀ ସମ୍ମାନୀତ ହୋଇଛନ୍ତି । ସାହସିକତା ପାଇଁ ଓଡିଶାରେ ୪ ଜଣ ପାଇଲେ ପଦକ । ଉଲ୍ଲେଖନୀୟ ସେବା ପାଇଁ ଓଡିଶାରୁ ୨ ଜଣଙ୍କୁ ମିଳିଛି ପଦକ । ପ୍ରଶଂସନୀୟ ସେବା ପାଇଁ ୧୧ ଜଣଙ୍କୁ ମିଳିଛି ପଦକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+