ରାଜ୍ୟର ପୂର୍ବତନ ଓ ବର୍ତ୍ତମାନ ସାଂସଦଙ୍କ ନାଁରେ ୨୨ଟି ମାମଲା: ସୂଚନା ଦେଲେ ମନ୍ତ୍ରୀ

ରାଜ୍ୟର ପୂର୍ବତନ ଓ ବର୍ତ୍ତମାନ ସାଂସଦଙ୍କ ନାଁରେ ୨୨ଟି ମାମଲା ରହିଛି । ଏଥିସହ ୩୯ଟି ଫୌଜଦାରୀ ମାମଲା ମଧ୍ୟ ରୁଜୁ ହୋଇଛି । ବର୍ତ୍ତମାନ ଓ ପୂର୍ବତନ ବିଧାୟକଙ୍କ ନାଁରେ ୧୧୫ ମାମଲା । ଏଥିସହ ବିଧାୟକଙ୍କ ନାଁରେ ୪୧୮ଟି ଫୌଜଦାରୀ ମାମଲା ରହିଛି ।

mukesh mahaling

ସଂପୃକ୍ତ ମାମଲାରୁ ୩୮୪ ବିଚାରାଧୀନ, ୧୪ ବିଚାର ଶେଷ ହୋଇଛି । ଏ ସମ୍ପର୍କିତ ୪୩ଟି ମାମଲାର ତଦନ୍ତ ଏବେ ବି ଚାଲିଛି । ଏହି ସମସ୍ତ ମାମଲାରୁ ୧୯୮ଟି ରାଜନୈତିକ ମାମଲା । ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉତ୍ତର ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+