ପୁରୀ ଶ୍ରୀମନ୍ଦିର ସହ ସମ୍ପୃକ୍ତ ୨୩ ଜଣ ପଜିଟିଭ ଚିହ୍ନଟ

ଜିଲ୍ଲାରୁ ଆଜି ୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମୋଟ ପୁରୀ ଶ୍ରୀମନ୍ଦିର ସହ ସମ୍ପୃକ୍ତ ୨୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଅଯାଇଛି।

ପୁରୀ: ଶ୍ରୀମନ୍ଦିରରେ ଚିନ୍ତା ବଢାଉଛି କରୋନା । ଜିଲ୍ଲାରୁ ଆଜି ୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମୋଟ ପୁରୀ ଶ୍ରୀମନ୍ଦିର ସହ ସମ୍ପୃକ୍ତ ୨୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଅଯାଇଛି।

Shree Mandir

ସେହିପରି ଗୁଜରାଟରୁ ପୁରୀ ଆସିଥିବା ଜଣେ ନାବାଳିକା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗୁଜରାଟରୁ ଅହମଦାବାଦ ଏକ୍ସପ୍ରେସ ଯୋଗେ ବାପା, ମା ଓ ନାବାଳିକା ପୁରୀ ଆସିଥିଲେ । ଗତକାଲି ପୁରୀରେ ପହଂଚିବା ପରେ ପରିବାରର ସମସ୍ତ ସଦସ୍ୟଙ୍କ ଆଂଟିଜେନ ଟେଷ୍ଟ ହୋଇଥିଲା । ବାପା, ମାଙ୍କର ରିପୋର୍ଟ ନେଗେଟିଭ ଆସିଥିବା ବେଳେ ୧୨ବର୍ଷୀୟ ନାବାଳିକାର ରିପୋର୍ଟ ପଜିଟିଭ ଆସିଛି । ପରେ ତାକୁ କୋଭିଡ ଡାକ୍ତରଖାନାରେ ଭର୍ତି କରାଯାଇଛି ।

ସେପେଟ ପୁରୀରେ ୭ ସେବାୟତ ଓ ସେମାନଙ୍କ ୩ ପରିବାର ସଦସ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି। ଜୋତା ଷ୍ଟାଣ୍ଡର ୮ ଜଣ ଓ ଶ୍ରୀମନ୍ଦିର ପ୍ରଶାସନର ୩ କର୍ମଚାରୀ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+