ରାଜ୍ୟର ୨୩୮୦ ଗାଁକୁ ନାହିଁ ରାସ୍ତା, ଏହି ଯୋଜନାରେ ହେବ ନୂଆ ରାଷ୍ଟ୍ର ; ମୁକେଶ ମହାଲିଙ୍ଗ

ପୂର୍ବ ସରକାର କହିଗଲେ ୨୫ ବର୍ଷ ଭିତରେ ରାଜ୍ୟ ବହୁତ ଆଗକୁ ବଢିଛି। ହେଲେ ଏହା କେତେ ସତ ତାହା ତଥ୍ୟରୁ ସ୍ପଷ୍ଟ ହେଉଛି ବୋଲି କହିଛନ୍ତି ବିଜେପି ସରକାରଙ୍କ ମନ୍ତ୍ରୀ । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ , ଏବେବି ରାଜ୍ୟର ୨ହଜାରରୁ ଅଧିକ ଗାଁକୁ ରାସ୍ତା ନାହିଁ । ମୟୂରଭଞ୍ଜ ଜିଲ୍ଲାରେ ୫୮ ଗାଁକୁ ରାସ୍ତା ନାହିଁ, ହେଲେ କନଭରଜେନ୍ସ ଯୋଜନାର ରାସ୍ତା ପାଇଁ ବିଜେପି ସରକାର ବ୍ୟବସ୍ଥା କରିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ।

Mukesh Mahaling

ପୁର୍ବରୁ CFC,SFC,MLA ପାଣ୍ଠି, MP ପାଣ୍ଠି, ମନରେଗାରେ ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା ଥିଲା କିନ୍ତୁ ଚଳିତ ଥର ରାଜ୍ୟ ସରକାର ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଏଥିପାଇଁ ବ୍ୟବସ୍ଥା ରହିଛି । ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ୩୫ ପ୍ରତିଶତ ଅର୍ଥ ଗାଁ ରାସ୍ତା ନିର୍ମାଣରେ ଖର୍ଚ୍ଚ ପାଇଁ ବ୍ୟବସ୍ଥା ରହିଛି । ସବୁ ଗାଁକୁ ଗମନାଗମନର ସୁବିଧା କରିବାକୁ ଗ୍ରାମସଭା ମାଧ୍ୟମରେ ଆସୁଥିବା ପ୍ରକଳ୍ପ ଗୁଡ଼ିକୁ ମଞ୍ଜୁର କରାଯିବ ବୋଲି କହିଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+