ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ
ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ୱର ଛୁଟି ବାତିଲ ସେହି ପରିଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ ଛୁଟି ବାତିଲ। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲେ ଜିଲ୍ଲାପାଳ। ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ।

ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ହୋଇଛି ନିର୍ଦ୍ଦେଶ। ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବା ପାଇଁ ନିର୍ଦ୍ଦେଶ କରାଯାଇଛି।
୨୮ ସଂଧ୍ୟା ପରେ ଆନ୍ଧ୍ର କାକିନାଡ଼ା ପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ଏନେଇ ସୂଚନା ଦେଇଛନ୍ତି।












Click it and Unblock the Notifications