୨୭୦ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ବାରା ଗିରଫ,ମୁଖ୍ୟମନ୍ତ୍ରୀ

୨୭୦ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ବାରା ଗିରଫ । ଗତବର୍ଷ ଜୁନ୍ ୧୨ରୁ ଚଳିତ ବର୍ଷ ଡିସେମ୍ବର ୨୧ ଯାଏଁ ୨୭୦ ଗିରଫ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଲିଖିତ ଉତ୍ତର। ୩୧ ସରକାରୀ ଅଧିକାରୀଙ୍କ ଉପରେ ଏକାଧିକ ଥର କାର୍ଯ୍ୟାନୁଷ୍ଠାନ ହୋଇଛି। 'ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି ୧୮୭ ସରକାରୀ କର୍ମଚାରୀ'। ଦଣ୍ଡିତ ପରେ ଚାକିରିରୁ ବରଖାସ୍ତ ହୋଇଛନ୍ତି ୩୪ ସରକାରୀ କର୍ମଚାରୀ' । ୬୫ ସରକାରୀ କର୍ମଚାରୀଙ୍କ ପେନ୍‌ସନ୍ ବନ୍ଦ ହୋଇଛି' ।

mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+