କ୍ରସ ଭୋଟିଂ କରିଛନ୍ତି କଂଗ୍ରେସର ୩ ବିଧାୟକ, ସଭ୍ୟ ପଦ ରଦ୍ଦ ପାଇଁ ପଦକ୍ଷେପ ନିଆଯିବ
ରାଜ୍ୟସଭା ନିର୍ବାଚନ ପାଇଁ ଚାଲିଛି ଭୋଟିଂ। ଭୋଟ ଦେଉଛନ୍ତି ବିଧାୟକ । ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ମତଦାନ ଚାଲିଛି । ଜଣଙ୍କ ପରେ ଜଣେ ବିଧାୟକ ପହଞ୍ଚି ଭୋଟ ଦେଉଛନ୍ତି। ସକାଳ ୯ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଚାଲିବ। ଅପହରାହ୍ଣ ୫ଟାରେ ଭୋଟ ଗଣତି ହେବ। ୪ ଆସନ ପାଇଁ ମୈଦାନରେ ଅଛନ୍ତି ୫ ପ୍ରାର୍ଥୀ।
କ୍ରସ ଭୋଟିଂ କରିଛନ୍ତି କଂଗ୍ରେସର ୩ ବିଧାୟକ । ଏନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଦାସ । ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋଷ କ୍ରସ ଭୋଟି କରିଛନ୍ତି ।ଏହି ୩ ବିଧାୟକଙ୍କୁ ଦଳରୁ ବହିଷ୍କାର କରାଯିବ ବୋଲି ପିସିସି ସଭାପତି ଭକ୍ତ ଦାସ କହିଛନ୍ତି । ସଭ୍ୟ ପଦ ରଦ୍ଦ ପାଇଁ ପଦକ୍ଷେପ ନିଆଯିବ । ବାଚସ୍ପତିଙ୍କୁ ଚିଠି ଲେଖି ସଭ୍ୟ ପଦ ରଦ୍ଦ ପାଇଁ ଦାବି କରିବୁ ବୋଲି କହିଛନ୍ତି ଭକ୍ତ ଦାସ । ଦରକାର ପଡ଼ିଲେ ସର୍ବୋଚ୍ଚ ନ୍ୟାୟାଳୟ ଯିବୁ । ଦଳ ବିରୋଧୀ କାମ କରିଛନ୍ତି,ନିଜ ସମ୍ମାନ କ୍ଷୁଣ୍ଣ କରିଥିବା କହିଛନ୍ତି ଭକ୍ତ ।

More From
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ଉପଭୋକ୍ତାମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ୱର ଜାରି କଲେ ଗ୍ୟାସ୍ କମ୍ପାନୀ -
ପୁଣି ଖସିଲା ସୁନା-ରୂପା ରେଟ୍ -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ












Click it and Unblock the Notifications