୨୯ ତାରିଖରୁ ଭୁବନେଶ୍ବରରେ ୩ ଦିନିଆ DGP ସମ୍ମିଳନୀ,ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୨୯ ତାରିଖରୁ ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ଡିଜିପି ସମ୍ମିଳନୀ ହେବାକୁ ଯାଉଛି । ଏହି ସମ୍ମିଳନୀରେ ଦେଶର ସମସ୍ତ ରାଜ୍ୟର ପୋଲିସ ମହାନିର୍ଦ୍ଦେଶକ ଯୋଗଦେବେ ।

ସମ୍ମିଳନୀରେ ମାଓ ମୁକାବିଲା,ଆଇନଶୃଙ୍ଖଳା ଉପରେ ଆଲୋଚନା ହେବ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୋଗଦେବାର ସମ୍ଭାବନା ରହିଛି ।












Click it and Unblock the Notifications