କଳାହାଣ୍ତିରେ ଟ୍ରକ-ଅଟୋ ମୁହାଁମୁହିଁ ଧକ୍କା: ଅକାଳେ ଗଲା ୩ ଜୀବନ, ୬ ଗୁରୁତର

Accident News: ଟ୍ରକ-ଅଟୋ ମୁହାଁମୁହିଁ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଥିବା ନେଇ ସୂଚନା ରହିଛି । ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କଳାହାଣ୍ତି ରାମପୁରରେ ଘଟିଛି । ଖବର ଅନୁସାରେ ସମସ୍ତ ମୃତକ ହେଉଛନ୍ତି କାଠକୁରା ଗାଁର । ସେପଟେ ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Accident News

ସୂଚନା ଅନୁସାରେ, କଲମପୁର ବଙ୍କାପାଳ ଓ ଦିଶିଗାଁ ମଝିରେ ଏହି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+