ବାଇକକୁ ଧକ୍କା ଦେଲା ଟ୍ରେଲର, ତିନି ଯୁବକ ମୃତ

କେନ୍ଦୁଝର : ଟ୍ରେଲର ଧକ୍କାରେ ୩ ବାଇକ ଆରୋହୀ ଯୁବକଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝର ଜିଲ୍ଲା ଢେଂକିକୋଟ ଗୋଦାବରୀ ହୋଟେଲ ନିକଟରେ ବାଇକକୁ ପିଟିଲା ଟ୍ରଲର । ଆଉ ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଦୁଇ ଜଣକର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆହତଙ୍କର ଘଟଗାଁ ଡାକ୍ତରଖାନାରେ ମୃତ୍ୟୁ ହୋଇଯାଇଛି l

road accident

ମୃତକମାନେ ଢେଂକିକୋଟରୁ ଘଟଗାଁ ଆଡକୁ ଆସୁଥିବାବେଳେ ଟ୍ରଲରଟି କେନ୍ଦୁଝର ଆଡକୁ ଯାଉଥିଲା । ତେବେ ଏହି ରାସ୍ତା ୱାନୱେ ହୋଇଥିବାରୁ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣା ଘଟାଇ ଟ୍ରେଲରଟି ଫେରାର ହୋଇ ଯାଇଥିବା ବେଳେ ଢେଙ୍କିକୋଟ ଟୋଲ୍ ଗେଟ୍ ନିକଟରେ ପୁଲିସ ଏହାକୁ ଧରିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+