ସୁଭଦ୍ରାର ୩ୟ କିସ୍ତିରୁ ବାଦ୍‌ ପଡ଼ିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ, ପ୍ରଭାତୀ ପରିଡ଼ା

ସୁଭଦ୍ରାର ୩ୟ କିସ୍ତିରୁ ବାଦ୍‌ ପଡ଼ିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ ହିତାଧିକାରୀ। ଆଜି ବିଧାନସଭାରେ ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ପ୍ରଭାତୀ ପରିଡ଼ାଙ୍କ ଉତ୍ତର ଦେଇଛନ୍ତି। ୨ୟ କିସ୍ତିରୁ ୧ ଲକ୍ଷ ୮୩ ହଜାର ୭୮୫ ଜଣ ବାଦ୍‌ ପଡ଼ିଛନ୍ତି । ସୁଭଦ୍ରାର ୧ମ କିସ୍ତିରେ ୧ କୋଟି ୨ ଲକ୍ଷ ୮୦ ହଜାର ୯୨ ଜଣ ପାଇଛନ୍ତି । ସୁଭଦ୍ରାର ୨ୟ କିସ୍ତିରେ ୧ କୋଟି ୯୬ ହଜାର ୩୦୭ ଜଣ ପାଇଛନ୍ତି । ୩ୟ କିସ୍ତି ପାଇଛନ୍ତି ୯୬ ଲକ୍ଷ ୯୬ ହଜାର ୯୫୫ ଜଣ ।
ମୋଟ୍‌ ୧ କୋଟି ୯ ଲକ୍ଷ ୮୭ ହଜାର ୮୯୪ ଜଣ ଆବେଦନ କରିଥିଲେ ।

Parvathi Parida
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+