କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ
କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ । କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ । ରମେଶ ଜେନା, ଦାଶରଥୀ ଗମାଙ୍ଗ, ସୋଫିଆ ଫିର୍ଦ୍ଦୋଶ ନିଲମ୍ବିତ ।
ରାଜ୍ୟସଭା ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ହେଲେ ନିଲମ୍ବିତ । ଦଳୀୟ ହୁଇପ୍ ଉଲ୍ଲଘଂନ କରି ବିଜେପି ସମର୍ଥିତ ପ୍ରାର୍ଥୀଙ୍କୁ ଭୋଟ୍ ଦେଇଥିଲେ । ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବାରୁ ପ୍ରଦେଶ କଂଗ୍ରେସ କମିଟିର ଆକ୍ସନ୍।













Click it and Unblock the Notifications