ଆୟୁଷ୍ମାନ' ଯୋଜନାର ସୁବିଧା ପାଇଁ ସ୍ବାକ୍ଷରିତ ହୋଇଛି ୩ଟି MoU ; ସ୍ବାସ୍ଥ୍ୟ ମନ୍ତ୍ରୀ

ଆୟୁଷ୍ମାନ' ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଆୟୁଷ୍ମାନ' ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା । ଆୟୁଷ୍ମାନ ଭାରତ କାର୍ଡ ସମ୍ପର୍କିତ ସମସ୍ତ ସମସ୍ୟା ଖୁବଶୀଘ୍ର ସମାଧାନ ହେବ । ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ । ଡିଜିଟାଲ୍ ମାଧ୍ୟମରେ ତଥ୍ୟ ଦେଖିପାରିବେ ଓ ଆବେଦନ ସ୍ଥିତି ଜାଣିପାରିବେ' । ଆଗାମୀ ଦିନରେ ଆୟୁଷ୍ମାନ ଭାରତର ସମସ୍ତ ଡାଟା ଓଡ଼ିଆରେ ଉପଲବ୍ଧ ହେବ ବୋଲି କହିଛନ୍ତି ମନ୍ତ୍ରୀ। ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ। ଆୟୁଷ୍ମାନ' ଯୋଜନାର ସୁବିଧା ପାଇଁ ୩ଟି MoU ସ୍ବାକ୍ଷରିତ ହୋଇଛି ।

mukesh maling
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+