ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ: ସହଦେବ ସୋରେନ, ରଘୁନାଥ ହେମ୍ବ୍ରମ ଓ ବୀରସେନ ଗଞ୍ଜୁ ମୃତ

ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ । ସହଦେବ ସୋରେନ, ରଘୁନାଥ ହେମ୍ବ୍ରମ ଓ ବୀରସେନ ଗଞ୍ଜୁ ମୃତ। ହଜାରିବାଗର ଗୋରହର ଥାନା ଅଞ୍ଚଳରୁ ମୃତଦେହ ଉଦ୍ଧାର।

ସହଦେବ ସୋରେନଙ୍କ ପାଇଁ ଥିଲା ୧ କୋଟି ଟଙ୍କା ପୁରସ୍କାର। ରଘୁନାଥ ହେମ୍ବ୍ରମଙ୍କ ପାଇଁ ଥିଲା ୨୫ ଲକ୍ଷ ଟଙ୍କା ପୁରସ୍କାର। ବୀରସେନ ଗଞ୍ଜୁଙ୍କ ପାଇଁ ଥିଲା ୧୦ ଲକ୍ଷ ଟଙ୍କା ପୁରସ୍କାର। CRPF ଓ ଝାଡ଼ଖଣ୍ଡ ପୋଲିସର ମିଳିତ ଅପରେସନ୍‌ ବେଳେ ମୃତ।

3 Notorious Naxal Leaders Killed in Jharkhand
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+