+୩ ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି, ଅବଧି ବଢ଼ାଇଲା ଉଚ୍ଚ ଶିକ୍ଷା ବିଭାଗ

+୩ ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି । ଜୁନ୍‌ ୪ ତାରିଖ ରାତି ୧୧ଟା ୪୫ ଯାଏଁ ଫର୍ମ ଦାଖଲ ଅବଧି ବୃଦ୍ଧି। ଫର୍ମ ଦାଖଲ ଅବଧି ବଢ଼ାଇଲା ଉଚ୍ଚ ଶିକ୍ଷା ବିଭାଗ ।ଅବଧି ବଢ଼ାଇବାକୁ ଛାତ୍ରଛାତ୍ରୀ ଓ ଅଭିଭାବକ ଦାବି କରିଥିଲେ ।

3 Registration

ଜୁନ୍‌ ୧ ତାରିଖ ରାତି ୧୧.୪୫ରେ ଶେଷ ହୋଇଥିବା ଆବେଦନ ଅବଧିକୁ ଜୁନ୍‌ ୪ ତାରିଥ ରାତି ୧୧. ୪୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆବେଦନକାରୀମାନଙ୍କୁ ବର୍ଦ୍ଧିତ ସମୟସୀମା ମଧ୍ୟରେ ପ୍ରକ୍ରିୟା ସମାପ୍ତ କରିବାକୁ ପରାମର୍ଶ ଦିଆଯାଇଛି । ଫର୍ମ ପୂରଣ ପାଇଁ ଛାତ୍ରଛାତ୍ରୀମାନଙ୍କୁ ଅଫିସିଆଲ୍ ୱେବସାଇଟରେ ଲଗ୍ ଇନ୍ କରିବାକୁ ପଡିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+