ରାଜ୍ୟରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର

ରାଜ୍ୟରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର। ୩୦ଟି ଜିଲାର ୩୦ ବିଦ୍ୟାଳୟରେ ଖେଲୋ ଇଣ୍ଡିଆ ସେଣ୍ଟର ଉଦ୍‌ଘାଟିତ ହୋଇଛି। ରବିବାର ଏନେଇ ସୂଚନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ।

30 Khelo India Centers opened in the state

ମନ୍ତ୍ରୀ କହିଛନ୍ତି ଯେ, ବିଭିନ୍ନ ଜିଲାର କ୍ରୀଡ଼ା ଓ ସଂସ୍କୃତିକୁ ଗୁରୁତ୍ବ ଦିଆଯିବ। ସେଣ୍ଟରଗୁଡ଼ିକରେ ବାର୍ଷିକ ୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କ୍ରୀଡ଼ା କ୍ଷେତ୍ରରେ କ୍ୟାରିୟର ପାଇଁ ଏହାର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିବ। ରାଜ୍ୟ ସ୍ତରୀୟ, ସର୍ବଭାରତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ସ୍ଥାନୀୟ ଅଞ୍ଚଳର ପୂର୍ବତନ ଖେଳାଳୀମାନେ ପ୍ରଶିକ୍ଷକ ରହିବେ। କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟ ସହଯୋଗରେ ଏହି ୩୦ଟି ସେଣ୍ଟର ଖୋଲାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+