ରାଷ୍ଟ୍ରପତିଙ୍କଗସ୍ତ ବେଳେ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ
ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ କମିଶନରେଟ୍ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ କରିଛି । ସୁରକ୍ଷା ଦାୟିତ୍ଵରେ ୩୦ ପ୍ଲାଟୁନ ପୁଲିସ ଫୋର୍ସ ନିଯୋଜିତ କରାଯିବା ନେଇ କମିଶନରେଟ୍ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି |ବ୍ଲୁ ବୁକ ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିସନରେଟ ପୁଲିସ |

ଏଥି ସହ ସୁରକ୍ଷା ଦାୟିତ୍ଵରେ ୪ଜଣ ଡିସିପି, ୫ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି ସମେତ ୩୩ଜଣ ଇନ୍ସପେକ୍ଟର ଙ୍କୁ ସୁରକ୍ଷା ଦାୟିତ୍ଵ ଦିଆଯାଇଛି। ଏହାସହ ଭୁବନେଶ୍ୱର ବିମାନ ବନ୍ଦରରୁ ଲୋକ ଭଵନ ଏବଂ ଲୋକ ଭଵନ ରୁ ମେ ଫେୟାର ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଯାତୟାତ ପଥ ରହିବ।ଏହି ରାଷ୍ଟ୍ରପତିଙ୍କ ଯାତୟାତ ପଥରେ ରହିଥିବା ଉଚ୍ଚ ଅଟାଳିକା ଗୁଡିକରେ ଜଗିବେ ବନ୍ଧୁକଧାରୀ ପୁଲିସ |ଏହାସହ ସହରର ବିଭିନ୍ନ ସ୍ଥାନରେ ସାଧା ପୋଷାକରେ ପୁଲିସ ଫୋର୍ସ ମୁତୟନ ରହିବା ସୂଚନା ରହିଛି |
More From
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications