ଚନ୍ଦ୍ରଭାଗାରେ ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ, ଜାଣନ୍ତୁ କାହିଁକି ?

ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ଦାୟିତ୍ବରେ ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ । ୬ ଜଣ ଅତିରିକ୍ତ ଏସ୍‌ପିଙ୍କ ସହ ୧୩ ଡିଏସ୍‌ପି, ୩୯ ଇନ୍ସପେକ୍ଟର ନିୟୋଜିତ ହେବେ । ବୁଡ଼ ସ୍ଥାନ ଓ ସମୁଦ୍ର କୂଳରେ ଲାଇଫ୍ ଗାର୍ଡ ମୁତୟନ ରହିବେ । ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୋଲିସର ସମସ୍ତ ନିୟମ ମାନି ଚନ୍ଦ୍ରଭାଗା ବୁଡ଼ରେ ସାମିଲ ହେବାକୁ ଅପିଲ୍ କଲେ ପୁରୀ ଏସ୍‌ପି ବିନୀତ ଅଗ୍ରୱାଲ ।

Chandrabhaga
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+