Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି, ସୂଚନା ଦେଲେ ମନ୍ତ୍ରୀ

ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି ବୋଲି କହିଛନ୍ତି ମନ୍ତ୍ରୀ । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର ଦେଇ ଏହା ଉତ୍ତର ଦେଇଛନ୍ତ୍ରି । ଗୃହରେ ଉତ୍ତର ରଖିଲେ ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ'। ବିଗତ ୧୦ ବର୍ଷରେ ରାଜ୍ୟରେ ୨୬ଟି ଶୀତଳ ଭଣ୍ଡାର ନିର୍ମାଣ ହୋଇଛି ।

Prithviraj Harichandan

ଏବେ ୨୨ଟି କାର୍ଯ୍ୟକ୍ଷମ ଓ ୪ଟି କାର୍ଯ୍ୟକ୍ଷମ ନାହିଁ: ମନ୍ତ୍ରୀ। ଯେଉଁଥିରେ ୨୦ଟି ସରକାରୀ ଓ ୭୮ଟି ବେସରକାରୀ ଶୀତଳଭଣ୍ଡାର ରହିଛି। ସବ୍ ଡିଭିଜନ ସ୍ତରରେ ୫୮ଟି ନିର୍ମାଣ ଲକ୍ଷ୍ୟ, ୨୫୨ କୋଟି ଟଙ୍କା ବ୍ୟୟବରାଦ । ୧୫ଟି ନୂଆ ଓ ୨ଟି ଅଚଳ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+