ନନ୍ଦନକାନନ ବୁଲିଲେ ୩୭ ହଜାର ୧୦୮ ପର୍ଯ୍ୟଟକ

ଦ୍ବିତୀୟ ରଜରେ ନନ୍ଦନକାନନ ପ୍ରାଣୀ ଉଦ୍ୟନରେ ୩୭ ହଜାରରୁ ଅଧିକ ପର୍ଯ୍ୟଟକ ଆସିଥିଲେ। ସେହିପରି ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ପ୍ରାୟ ‌‌ଅଢ଼େଇ ହଜାର ଲୋକ ବୁଲିବାକୁ ଯାଇଥିଲେ। ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷଙ୍କ ତରଫରୁ ମିଳିଥିବା ସୂଚନା ଅନୁସାରେ ଆଜି ଦ୍ୱିତୀୟ ରଜ ଅବସରରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୩୭,୧୦୮ ଜଣ ପର୍ଯ୍ୟଟକ ବୁଲିଛନ୍ତି।

Nandankanan

ରବିବାର ଭଲ ବାର ସାଙ୍ଗକୁ ପାଗ ଭଲ ଥିବାରୁ ଏତେ ସଂଖ୍ୟାରେ ପର୍ଯ୍ୟଟକ ଆସିଛନ୍ତି। ଟିକେଟ କରି ବୁଲି ଦେଖି ଥିବା ପର୍ଯ୍ୟଟକଙ୍କ ଗଣନାରୁ ଏହି ସଂଖ୍ୟା ଜଣାପଡ଼ିଛି। ସୂଚନାଯୋଗ୍ୟ, ୨୦୨୨ ମସିହା ପ୍ରଥମ ରଜରେ ସର୍ବାଧିକ ୩୪,୮୧୭ ପର୍ଯ୍ୟଟକ ଆସିଥିବା ବଡ଼ ରେକର୍ଡ ଥିଲା। ‌ସେହି ରେକର୍ଡ ଆଜି ଭଙ୍ଗ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+