ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ୍ ମଣ୍ଡି: ସମବାୟ ମନ୍ତ୍ରୀ
ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ଖୋଲିବ ମଡେଲ୍ ମଣ୍ଡି । ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ସୂଚନା। ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ୍ ମଣ୍ଡି ।
ଆବଶ୍ୟକତା ଦେଖି ବଡ଼ ଜିଲ୍ଲାରେ ୨ଟି ମଣ୍ଡି ହେବ । ମଡେଲ୍ ମଣ୍ଡିରେ ରହିବ ବିଶ୍ରାମଗାର ଓ ଟିଫିନ୍ ସେଣ୍ଟର । ପାନୀୟ ଜଳ, ଶୌଚାଳୟ ଓ ପାର୍କିଂ ସୁବିଧା ବି ରହିବ । ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଥିବା କହିଲେ ସମବାୟ ମନ୍ତ୍ରୀ ।













Click it and Unblock the Notifications