Get Updates
Get notified of breaking news, exclusive insights, and must-see stories!

ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ଖୋଲିଲା: ୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ଖୋଲିଲା । ବର୍ତ୍ତମାନ ୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ।

hirakud dam

ବଢୁଛି ହୀରାକୁଦ ଜଭଣ୍ଡାରର ଜଳସ୍ତର। ଉପର ମୁଣ୍ଡରେ ଦୁଇଦିନ ହେଲା ବର୍ଷା ଲାଗି ରହିଥିବାରୁ କ୍ରମାଗତ ଭାବେ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛ। ଫଳରେ ଆଜି ପୁଣି ୪ ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ଡ଼୍ୟାମ କର୍ତ୍ତୃପକ୍ଷ । ତେବେ ମୋଟ ୬ଟି ଗେଟ୍ ମାଧ୍ୟମରେ ବନ୍ୟାଜଳ ନିଷ୍କାସନ ଚାଲିଛି। ବର୍ତ୍ତମାନ ଜଳ ଭଣ୍ଡାରର ଜଳସ୍ତର ୬୨୩.୩୫ ଫୁଟରେ ପହଞ୍ଚିଥିବାବେଳେ ଜଳ ଭଣ୍ଡାର ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ ୨୬ ହଜାର ୩୩୯ ଘନଫୁଟ ବନ୍ୟାଜଳ। ସେପଟେ ୬ଟି ଗେଟ୍ ମାଧ୍ୟମରେ ନିଷ୍କାସିତ ହେଉଛି ୧ ଲକ୍ଷ ୨୦ ହଜାର ଘନଫୁଟ ବନ୍ୟାଜଳ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+