ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ଦଶହରା ଭେଟି; ବଢିଲା ମହଙ୍ଗା ଭତ୍ତା

ଦଶହରା ପୂର୍ବରୁ ରାଜ୍ୟ ସରକାରଙ୍କ ଭେଟି । ରାଜ୍ୟରେ ବଢିଲା ମହଙ୍ଗା ଭତ୍ତା । ରାଜ୍ୟ ସରକାରଙ୍କ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) ଚାରି ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି । ଭତ୍ତା ବୃଦ୍ଧି ପରେ କର୍ମଚାରୀଙ୍କ ଡିଏ ୪୨ ରୁ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି ।

naveen_patnaik

ଦଶହରା ପୂର୍ବରୁ ରାଜ୍ୟ ସରକାରଙ୍କ ୪ ଲକ୍ଷ ୫୦ ହଜାର ସରକାରୀ କର୍ମଚାରୀ ବଡ଼ ଉପହାର ପାଇଛନ୍ତି । ଜୁଲାଇ ୧ରୁ ପିଛିଲା ଭାବେ ଲାଗୁ ହେବ ବର୍ଦ୍ଧିତ DA । ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ । ପେନସନଭୋଗୀଙ୍କୁ ମଧ୍ୟ ମିଳିବ ଡିୟରନେସ୍ ରିଲିଫ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+