ନକ୍ସଲ ସଂଗଠନର ୪୧ ସଦସ୍ୟଙ୍କ ଆତ୍ମସମର୍ପଣ
ସୀମାନ୍ତ ତେଲେଙ୍ଗାନା ପୁଲିସ ନିକଟରେ ମାଲକାନଗିରି ଜିଲ୍ଲା ମାଓ ସଂଗଠନର ୪୧ ଜଣ ସକ୍ରିୟ ନକ୍ସଲ ଦଳ ଛାଡି ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି।

ଏମାନଙ୍କ ମଧ୍ୟରୁ ୨୪ ଜଣ ହତିଆର ସହ ଆତ୍ମସମର୍ପଣ କରିଛନ୍ତି। ଦୀର୍ଘ ଦିନ ଧରି ଏମାନେ ମାଓ ସଂଗଠନରେ ସକ୍ରିୟ ଭାବେ କାର୍ଯ୍ୟ କରୁଥିଲେ।












Click it and Unblock the Notifications