ବ୍ରିଟେନ ଫେରନ୍ତାଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର, ବ୍ରିଟେନରୁ ଓଡିଶା ଫେରିଛନ୍ତି ୪୩ ଜଣ

ବ୍ରିଟେନରୁ ଆସିଥିବା ୪୩ ଜଣଙ୍କ ତଥ୍ୟ ପ୍ରଦାନ କଲେ ରାଜ୍ୟ ସରକାର। ଗତ ୧୪ ଦିନ ମଧ୍ୟରେ ବ୍ରିଟେନରୁ ଓଡିଶା ଫେରିଛନ୍ତି ୪୩ ଜଣ ।

ଭୁବନେଶ୍ୱର: ବ୍ରିଟେନ ଫେରନ୍ତାଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର। ବ୍ରିଟେନରୁ ଆସିଥିବା ୪୩ ଜଣଙ୍କ ତଥ୍ୟ ପ୍ରଦାନ କଲେ ରାଜ୍ୟ ସରକାର। ଗତ ୧୪ ଦିନ ମଧ୍ୟରେ ବ୍ରିଟେନରୁ ଓଡିଶା ଫେରିଛନ୍ତି ୪୩ ଜଣ ।

New Corona Strain

ଆସିଥିବା ଲୋକଙ୍କ RT-PCR ଟେଷ୍ଟ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନର, ସିଡିଏଙ୍କୁ ଚିଠି । ଆରଟିପିସିଆର ଟେଷ୍ଟ, କଣ୍ଟାକ୍ଟ ଟ୍ରେସିଂ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ।

ନୂଆ ଷ୍ଟ୍ରେନ ୫୦ ପ୍ରତିଶତ ଅଧିକ ବେଗରେ ବ୍ୟାପିବାର ଆଶଙ୍କା ରହିଛି । ତେଣୁ ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ ବାହାରିବା ପରେ ସତର୍କତା ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+