ବାତ୍ୟା ‘ମୋନ୍ଥା’ ଲାଗି 43ଟି ଟ୍ରେନ୍ ବାତିଲ
ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଥିବା ବିଭିନ୍ନ ରୁଟରେ ବାତିଲ ହେଲା ଟ୍ରେନ । ବାତ୍ୟା ମୋନ୍ଥା'କୁ ଦୃଷ୍ଟିରେ ଆଗୁଆ ପଦକ୍ଷେପ ନେଇଛି ପୂର୍ବତଟ ରେଳ ବିଭାଗ । ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି 43ଟି ଟ୍ରେନ ବାତିଲ କରାଯାଇଛି ।

ଆଜି(ସୋମବାର)ଠୁ ବୁଧବାର (ଅକ୍ଟୋବର 29) ପର୍ଯ୍ୟନ୍ତ ବିଭିନ୍ନ ଟ୍ରେନ ଚଳାଚଳ ବନ୍ଦ ରହିବ । ସାଧାରଣତଃ ଆନ୍ଧ୍ରପ୍ରଦେଶକୁ ଯିବାକୁ ଥିବା ଓ ସେଠାରୁ ଆସିବାକୁ ଥିବା ବିଭିନ୍ନ ଟ୍ରେନକୁ ବନ୍ଦ କରିଛି ରେଳ ବିଭାଗ ।












Click it and Unblock the Notifications