ରାଜ୍ୟରେ ଗଠିତ ହେଲା ୪୬ ସିଭିଲ ଜଜ୍‌ କୋର୍ଟ

ରାଜ୍ୟରେ ଗଠନ ହେଲା ୪୬ ନୂଆ ସିଭିଲ୍‌ ଜଜ୍‌ କୋର୍ଟ । ହାଇକୋର୍ଟଙ୍କ ପରାମର୍ଶରେ ସିଭିଲ୍‌ ଜଜ୍‌ କୋର୍ଟ ଗଠନ କଲେ ସରକାର । ଏନେଇ ପ୍ରସ୍ତାବରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ ।

ଏହି କୋର୍ଟ ଗୁଡ଼ିକ ବାଲେଶ୍ୱର ଜିଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ବଲପୁର ଜିଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲାର ରାୟଗଡ଼ା, ପୁରୀ ଜିଲାର ସତ୍ୟବାଦୀ, କେନ୍ଦୁଝର ଜିଲାର ସହରପଡ଼ା ଓ ହରିଚନ୍ଦନପୁର, ମୟୂରଭଞ୍ଜ ଜିଲାର ବହଳଦା, ରାରୁଆଁ, ବିଶୋଇ ଓ ବାରିପଦା, ଜଗତସିଂହପୁର ଜିଲାର ବାଲିକୁଦା ଓ ନୂଆଗାଁ, ସୁନ୍ଦରଗଡ଼ ଜିଲାର ବାଲିଶଙ୍କରା, ଲେଫ୍ରିପଡ଼ା, ବରଗାଁ ଓ କୁଆଁରମୁଣ୍ଡା, କଟକ ଜିଲାର ବାରଙ୍ଗ ଓ କଣ୍ଟାପଡ଼ା, ସୋନପୁର ଜିଲାର ଉଲୁଣ୍ଡା, ବରଗଡ଼ ଜିଲାର ଭଟଲି, ଝାରସୁଗୁଡ଼ା ଜିଲାର କୋଲାବିରା, ଖୋର୍ଦ୍ଧା ଜିଲାର ବାଣପୁର, କୋରାପୁଟ ଜିଲାର ପଟାଙ୍ଗୀ, ଯାଜପୁର ଜିଲାର ରସୁଲପୁର, କୋରେଇ ଓ ଧର୍ମଶାଳା, କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ, କନ୍ଧମାଳ ଜିଲାର ଟିକାବାଲି, କେ ନୂଆଗାଁ ଓ ଖଜୁରିଆପଡ଼ା, ଭଦ୍ରକ ଜିଲାର ତିହିଡ଼ି, ମାଲକାନଗିରି ଜିଲାର ଖଇରପୁଟ, ଢେଙ୍କାନାଳ, ବଲାଙ୍ଗୀର ଜିଲାର ପାଟଣାଗଡ଼ ଏବଂ ଗଞ୍ଜାମ ଜିଲାର କୁକୁଡ଼ାଖଣ୍ଡି, ଧରାକୋଟ ଓ ଗଞ୍ଜାମ ।

46 Civil Judge Courts set up in the state

ଓଡ଼ିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟଗୁଡ଼ିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ବ ତହସିଲ ଉପରେ କ୍ଷେତ୍ରାଧିକାର (Jurisdiction) ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ ସିଭିଲ ଜଜ୍‌ କୋର୍ଟଗୁଡିକର ଅଧିକାର ସମାପ୍ତ ହୋଇଛି।,

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+