ରାଜ୍ୟରେ ଦିନ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ମତଦାନ, ବାଲେଶ୍ୱରରେ ସର୍ବାଧିକ ଭଦ୍ରକରେ ସର୍ବନିମ୍ନ ଭୋଟିଂ

ଭବନେଶ୍ୱର: ଓଡ଼ିଶା ସମେତ ଦେଶରେ ଚାଲିଛି ଶେଷ ପର୍ଯ୍ୟାୟ ନିର୍ବାଚନ । ବାଜିରେ ଲାଗିଛି ବହୁ ହେଭିୱେଟଙ୍କ ଭାଗ୍ୟ । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଚାଲିଛି ମତଦାନ ।

voter

ମିଳିଥିବା ସୂଚନା ମୁତାବକ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ପୂର୍ବାହ୍ନ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ମତଦାନ, ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%, ଜଗତସିଂପୁରରେ ୫୨.୫୨%, ଯାଜପୁରରେ ୪୮.୮୦%, କେନ୍ଦ୍ରାପଡାରେ ୪୬.୪୬%, ମୟୂରଭଞ୍ଜରେ ୫୧.୦୩ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱରରେ ସର୍ବାଧିକ ଭୋଟିଂ ହୋଇଥିବା ବେଳେ ଭଦ୍ରକରେ ସର୍ବନିମ୍ନ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+