ଜଗନ୍ନାଥ ଷ୍ଟାଡିୟମ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

ଶ୍ରୀକ୍ଷେତ୍ରରେ ଷ୍ଟାଡିୟମ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି 5ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିୟାନ । ନିର୍ମାଣସ୍ଥଳ ପରିଦର୍ଶନ କରିବା ସହ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି ।

ପୁରୀ: ଶ୍ରୀକ୍ଷେତ୍ରରେ ଷ୍ଟାଡିୟମ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି 5ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିୟାନ । ନିର୍ମାଣସ୍ଥଳ ପରିଦର୍ଶନ କରିବା ସହ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି । ଡିସେମ୍ବର ମାସ ଶେଷ ସୁଦ୍ଧା ନିର୍ମାଣ କର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଠିକାଦାର ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି । ପୁରୀରେ ୧୩ ଏକର ପରିମିତ ଅଞ୍ଚଳରେ ଚାଲିଛି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ।

5T Secretary

ପୁରୀ ପେଣ୍ଠକଟା ନିକଟରେ ଏହି ଷ୍ଟାଡିୟମ ନିର୍ମାଣ କରାଯାଉଥିବା ବେଳେ, ଏହାକୁ ଜଗନ୍ନାଥ ଷ୍ଟାଡିୟମ ନାଁରେ ନାମିତ କରାଯାଇଛି । ଏଠାରେ ଏକ କ୍ରିକେଟ ଗ୍ରାଉଣ୍ଡ ସହ ସୁଇମିଙ୍ଗ ପୁଲ, ଶହେ ଶଯ୍ୟା ବିଶିଷ୍ଠ କ୍ରୀଡ଼ା ଛାତ୍ରାବାସ ଓ ଇଣ୍ଡୋଲ ହଲ ମଧ୍ୟ ନିର୍ମାଣ କରାଯାଇଛି ।

5T Secretary,

ପୁରୀରେ ଏହି ଅତ୍ୟାଧୁନିକ ଷ୍ଟାଡ଼ିୟମ ନିର୍ମାଣ କରିବା ନେଇ ରାଜ୍ୟ ସରକାର ବ୍ୟୟ ବରାଦ କରିଥିଲେ । ସେପଟେ ଏହି ନିର୍ମାଣ କାର୍ଯ୍ୟ କେତେଦୂର ଅଗ୍ରଗତି ହୋଇଛି । ଏନେଇ 5t ସିଚବ ଆଜି ପୁରୀ ଗସ୍ତରେ ଯିବା ସହ ଏହି ସମସ୍ତ କାର୍ଯ୍ୟର ସମୀକ୍ଷା କରିଥିଲେ । 5T ସଚିବଙ୍କ ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+